Masthead

ଆଜି ସଂକଳ୍ପ ପତ୍ର ଆଣିବ ବିଜେପି: ଜନମଙ୍ଗଳ, ବିକାଶ ଏବଂ ବିକଶିତ ଭାରତର ରୋଡମ୍ୟାପକୁ ଫୋକସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଆଜି ବସିଛି ବିଜେପିର ସଂକଳ୍ପ ପତ୍ର । ବି. ଆର. ଆମ୍ବେଦକରଙ୍କ ଜନ୍ମତିଥିରେ ଆସିବାକୁ ଥିବା ଏହି ସଂକଳ୍ପ ପତ୍ରକୁ ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉନ୍ମୋଚନ କରିବେ। ମୋଦିଙ୍କ ସହ ବିଜେପିର ବହୁ ତୁଙ୍ଗ ନେତା ମଧ୍ୟ ଏହି ଅବସରରେ ଉପସ୍ଥିତ ରହିଛନ୍ତି । ବିକଶିତ ଭାରତ ଗଠନ ନେଇ ଇସ୍ତାହାରରେ ବଡ଼ ଘୋଷଣା କରିପାରେ ଦଳ ।

ଗରିବ, କୃଷକ, ଯୁବକ, ଛାତ୍ରଛାତ୍ରୀ ଏବଂ ମହିଳାଙ୍କ ଉପରେ ରହିବ ଫୋକସ । ଚଳିତ ନିର୍ବାଚନ ନିମନ୍ତେ ଆସିବାକୁ ଥିବା ସଂକଳ୍ପ ପତ୍ରର ଥିମ୍ ରହିବ, ‘ମୋଦିଙ୍କ ଗ୍ୟାରେଣ୍ଟି-ବିକଶିତ ଭାରତ ୨୦୪୭’। ସୋଶାଲ ମିଡିଆ କ୍ୟାମ୍ପେନ୍ ଏବଂ ସାରା ଦେଶରୁ ମିଳିଥିବା ୧୫ଲକ୍ଷରୁ ଅଧିକ ପରାମର୍ଶକୁ ଆଧାର କରି ସଂକଳ୍ପ ପତ୍ର ପ୍ରସ୍ତୁତ କରିଛି ବିଜେପି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ନେତୃତ୍ୱରେ ଗଠିତ ଘୋଷଣାପତ୍ର କମିଟି ଏହାକୁ ପ୍ରସ୍ତୁତ କରିଛି । ବିଜେପିର ଏହି ସଂକଳ୍ପ ପତ୍ରରେ କ’ଣ ରହିଛି ତା ଉପରେ ଦେଶବାସୀଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା