Masthead

ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଅଯୋଧ୍ୟା ଷ୍ଟେସନରେ ପତାକା ଦେଖାଇ ଶୁଭାରମ୍ଭ କଲେ ମୋଦି । ୨ଟି ଅମୃତ ଭାରତ ଓ ୬ ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କଲେ । ରାଜ୍ୟପାଳ ଆନନ୍ଦିବେନ ପଟେଲ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତିରେ ଅଯୋଧ୍ୟା ଧାମ ଷ୍ଟେସନର ଉଦଘାଟନ କରିଛନ୍ତି ମୋଦି ।

ଏହି ରେଳ ଷ୍ଟେସନରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି । ଏହି ରେଳଷ୍ଟେସନ ସମସ୍ତଙ୍କ ପାଇଁ ଉର୍ଦ୍ଦିଷ୍ଟ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସେପଟେ ଅଯୋଧ୍ୟାର ନୂଆ ଆନ୍ତର୍ଜାତୀୟ ବିମାନବନ୍ଦର, ଜାତୀୟ ରାଜପଥ ସହ ୧୫ ହଜାର କୋଟିର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦୀଙ୍କ ସ୍ୱାଗତ ପାଇଁ ସହରକୁ ବିଭିନ୍ନ ଫୁଲରେ ସଜା ଯିବା ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର