Masthead

ସବୁ ଗାଁରେ ପହଞ୍ଚିଛି ଡିଜିଟାଲ୍‌ ସେବା: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଆଲୋଚନା । ପ୍ରଧାନମନ୍ତ୍ରୀ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି, ଏଆଇଠୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ ଜଳବାୟୁ ଉପରେ ହୋଇଛି ଚର୍ଚ୍ଚା । ସର୍ବଶ୍ରେଷ୍ଠ ଶିକ୍ଷାଦାନ ଦିଗରେ କାର୍ୟ୍ୟ ଜାରି ରହିଛି । ସବୁ ଗାଁ ଗାଁକୁ ଡିଜିଟାଲ ସେବା ପହଞ୍ଚିବ। କୃଷି କ୍ଷେତ୍ରରେ ବଡ଼ଧରଣର ବିପ୍ଲବ ଆସିଛି ବୋଲି ପ୍ରାଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଇଣ୍ଡୋନେସିଆରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ସାରା ବିଶ୍ୱର ପ୍ରତିନିଧିମାନେ ଦେଶରେ ଡିଜିଟାଲ ବିପ୍ଳବ ବିଷୟରେ ଜାଣିବାକୁ ଆଗ୍ରହ ପ୍ରକାଶ କରିଛନ୍ତି।

ମୁଁ ସେତେବେଳେ କହିଥିଲି ଯେ,ଆମେ ଟେକ୍ନୋଲୋଜିକୁ ବିମୁଦ୍ରୀକରଣ କରିଛୁ । ଯାହାଫଳରେ କାହାର ଏକଚାଟିଆ ନ ଥିବ। ଏହା ଲୋକମାନଙ୍କ ଦ୍ୱାରା ଏବଂ ଲୋକଙ୍କ ପାଇଁ ଅଟେ। ୨ ଲକ୍ଷ ଆରୋଗ୍ୟ ହସ୍ପିଟାଲ ନିର୍ମାଣ କରିଛନ୍ତି। ସ୍ବାସ୍ଥ୍ୟ କ୍ଷେତ୍ର ଏବଂ ଡାକ୍ତରଖାନାଗୁଡ଼ିକୁ ଟେକ୍ନୋଲୋଜି ସହିତ ଯୋଡ଼ିଛନ୍ତି। ୩ ଲକ୍ଷ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବା ମଧ୍ୟ ଆମର ଲକ୍ଷ୍ୟ ବୋଲି ସେ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ