Masthead

ସବୁ ଗାଁରେ ପହଞ୍ଚିଛି ଡିଜିଟାଲ୍‌ ସେବା: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଆଲୋଚନା । ପ୍ରଧାନମନ୍ତ୍ରୀ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି, ଏଆଇଠୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ ଜଳବାୟୁ ଉପରେ ହୋଇଛି ଚର୍ଚ୍ଚା । ସର୍ବଶ୍ରେଷ୍ଠ ଶିକ୍ଷାଦାନ ଦିଗରେ କାର୍ୟ୍ୟ ଜାରି ରହିଛି । ସବୁ ଗାଁ ଗାଁକୁ ଡିଜିଟାଲ ସେବା ପହଞ୍ଚିବ। କୃଷି କ୍ଷେତ୍ରରେ ବଡ଼ଧରଣର ବିପ୍ଲବ ଆସିଛି ବୋଲି ପ୍ରାଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଇଣ୍ଡୋନେସିଆରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ସାରା ବିଶ୍ୱର ପ୍ରତିନିଧିମାନେ ଦେଶରେ ଡିଜିଟାଲ ବିପ୍ଳବ ବିଷୟରେ ଜାଣିବାକୁ ଆଗ୍ରହ ପ୍ରକାଶ କରିଛନ୍ତି।

ମୁଁ ସେତେବେଳେ କହିଥିଲି ଯେ,ଆମେ ଟେକ୍ନୋଲୋଜିକୁ ବିମୁଦ୍ରୀକରଣ କରିଛୁ । ଯାହାଫଳରେ କାହାର ଏକଚାଟିଆ ନ ଥିବ। ଏହା ଲୋକମାନଙ୍କ ଦ୍ୱାରା ଏବଂ ଲୋକଙ୍କ ପାଇଁ ଅଟେ। ୨ ଲକ୍ଷ ଆରୋଗ୍ୟ ହସ୍ପିଟାଲ ନିର୍ମାଣ କରିଛନ୍ତି। ସ୍ବାସ୍ଥ୍ୟ କ୍ଷେତ୍ର ଏବଂ ଡାକ୍ତରଖାନାଗୁଡ଼ିକୁ ଟେକ୍ନୋଲୋଜି ସହିତ ଯୋଡ଼ିଛନ୍ତି। ୩ ଲକ୍ଷ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବା ମଧ୍ୟ ଆମର ଲକ୍ଷ୍ୟ ବୋଲି ସେ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ