Masthead

ଫୁଲବାଣୀରେ ମୋଦି

କନ୍ଧମାଳ (ବଡ଼ ଖବର ବ୍ୟୁରୋ): କନ୍ଧମାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗୁଦାରି ଏୟାରଷ୍ଟ୍ରିପରୁ ପ୍ରଧାନମନ୍ତ୍ରୀ ସଭାସ୍ଥଳକୁ ଯିବେ । ମୋଦିଙ୍କୁ ଦେଖିବା ପାଇଁ ତାଙ୍କ ଭାଷଣ ଶୁଣିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ଜମିଛି । ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । କନ୍ଧମାଳ ଷ୍ଟାଡିୟମରେ ବିଜେପି ପକ୍ଷରୁ ହେଉଛି ବିଜୟ ସଂକଳ୍ପ ସମାବେଶ । ସକାଳ ୧୦ଟା ୩୦ରେ ଗୁଦାରୀ ଏୟାରଷ୍ଟ୍ରିପରେ ପହଂଚିବା ପରେ କନ୍ଧମାଳ ଷ୍ଟାଡିୟମକୁ ଅଭିମୁଖେ ବାହାରିଛନ୍ତି ପ୍ରଧାନମନ୍ତ୍ରୀ ।

ଯେଉଁଠାରେ ଜନସଭାରେ ଯୋଗଦେବା ପରେ ବଲାଙ୍ଗିର ବାହାରିଯିବେ । ମଧ୍ୟାହ୍ନ ୧୨ଟା ୫ରେ ବଲାଙ୍ଗିରର ପଥରଚେପାସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ୧୨ଟା ୧୫ରୁ ୧୨ଟା ୫୫ ପର୍ଯ୍ୟନ୍ତ ଜନସଭାକୁ ଉଦବୋଧନ ଦେବେ । ଏହା ପରେ ବରଗଡ଼ ଜିଲ୍ଲା ଗସ୍ତ କରିବେ ମୋଦୀ । ୧ଟା ୪୫ରେ ବରଗଡ଼ର ବରାହାଗୁଡ଼ା ଟୋଲଗେଟ୍ ନିକଟରେ ଥିବା ବିକାଶ ଭିନଟେଜ୍ ପଡ଼ିଆରେ ବିଶାଳ ଜନସଭାରେ ଉଦବୋଧନ ଦେବା ସହିତ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ