Masthead

ରାହୁଲଙ୍କ ହିନ୍ଦୁ ମନ୍ତବ୍ୟ ପରେ କ’ଣ କହିବେ ମୋଦୀ?… ସମସ୍ତଙ୍କ ନଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଲୋକସଭାରେ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅବସରରେ ଗୃହରେ ପ୍ରଧାନମନ୍ତ୍ରୀ କହିବେ। ଗତକାଲି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ନିଟ୍ ଓ ଅଗ୍ନିବୀର ଭଳି ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାରଙ୍କୁ କଡ଼ା ହମଲା ପରେ ଆଜି ପ୍ରଧାନମନ୍ତ୍ରୀ ମୋଦି ଏହାର ଜବାବ ରଖିବେ।

ଅନୁମାନ କରାଯାଉଛି ଆଜି ସରଗରମ ହେବ ଲୋକସଭା। ଏହାପୂର୍ବରୁ ଆଉ କିଛି ସମୟ ପରେ ଏନଡିଏର ସଂସଦୀୟ ଦଳ ବୈଠକ ଡକାଯାଇଛି। ପାର୍ଲାମେଣ୍ଟ ଅଧିବେଶନ ଭିତରେ ପ୍ରଥମ ଥର ପାଇଁ ଏହି ବୈଠକ ଡକାଯାଇଛି। ଏଠି ବିସ୍ତୁତ ରଣନୀତି ପ୍ରସ୍ତୁତ ହେବ। ସୂଚନା ଅନୁଯାୟୀ ବିଜେପି ଏବଂ ସହଯୋଗୀ ଦଳର ସମସ୍ତ ସାଂସଦଙ୍କୁ ଏହି ବୈଠକରେ ଯୋଗ ଦେବା ପାଇଁ କୁହାଯାଇଛି। ଗତକାଲି ରାହୁଲ ଗାନ୍ଧି ଅଗ୍ନିବୀର, ନିଟ୍ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିଲେ। ତା’ସହ ରାହୁଲଙ୍କ ‘ହିନ୍ଦୁ ହିଂସା’ ବୟାନକୁ ନେଇ ଲୋକସଭାରେ ଝଡ଼ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ