Masthead

ରାହୁଲଙ୍କ ହିନ୍ଦୁ ମନ୍ତବ୍ୟ ପରେ କ’ଣ କହିବେ ମୋଦୀ?… ସମସ୍ତଙ୍କ ନଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଲୋକସଭାରେ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅବସରରେ ଗୃହରେ ପ୍ରଧାନମନ୍ତ୍ରୀ କହିବେ। ଗତକାଲି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ନିଟ୍ ଓ ଅଗ୍ନିବୀର ଭଳି ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାରଙ୍କୁ କଡ଼ା ହମଲା ପରେ ଆଜି ପ୍ରଧାନମନ୍ତ୍ରୀ ମୋଦି ଏହାର ଜବାବ ରଖିବେ।

ଅନୁମାନ କରାଯାଉଛି ଆଜି ସରଗରମ ହେବ ଲୋକସଭା। ଏହାପୂର୍ବରୁ ଆଉ କିଛି ସମୟ ପରେ ଏନଡିଏର ସଂସଦୀୟ ଦଳ ବୈଠକ ଡକାଯାଇଛି। ପାର୍ଲାମେଣ୍ଟ ଅଧିବେଶନ ଭିତରେ ପ୍ରଥମ ଥର ପାଇଁ ଏହି ବୈଠକ ଡକାଯାଇଛି। ଏଠି ବିସ୍ତୁତ ରଣନୀତି ପ୍ରସ୍ତୁତ ହେବ। ସୂଚନା ଅନୁଯାୟୀ ବିଜେପି ଏବଂ ସହଯୋଗୀ ଦଳର ସମସ୍ତ ସାଂସଦଙ୍କୁ ଏହି ବୈଠକରେ ଯୋଗ ଦେବା ପାଇଁ କୁହାଯାଇଛି। ଗତକାଲି ରାହୁଲ ଗାନ୍ଧି ଅଗ୍ନିବୀର, ନିଟ୍ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିଲେ। ତା’ସହ ରାହୁଲଙ୍କ ‘ହିନ୍ଦୁ ହିଂସା’ ବୟାନକୁ ନେଇ ଲୋକସଭାରେ ଝଡ଼ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ