Masthead

ମୋଦିଙ୍କ ମନ୍ କି ବାତ କାର୍ଯ୍ୟକ୍ରମରେ ଚନ୍ଦ୍ରାୟନ-୩ରେ ନାରୀଶକ୍ତିକୁ ପ୍ରଶଂସା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନ୍ କି ବାତର ୧୦୪ ତମ ଏପିସୋଡରେ ବୈଜ୍ଞାନିକଙ୍କ ସଫଳତାକୁ ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ସହ ଭାରତକୁ ଶ୍ରେଷ୍ଠ ସ୍ଥାନରେ ପହଞ୍ଚାଇପାରିଥିବା ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କୁ ସଲାମ କରିବା ସହ ଏଥିରେ ଯୋଗଦାନ କରିଥିବା ମହିଳା ଶକ୍ତିକୁ ମଧ୍ୟ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସ୍ୱପ୍ନ ଓ ପ୍ରୟାସ ବଡ଼ । ଚନ୍ଦ୍ରାୟନ-୩ର ସଫଳତା ମିଳିଛି । ସମସ୍ତଙ୍କ ପ୍ରୟାସରେ ଏହି ସଫଳତା ମିଳିଛି । ଆଜିଯାଏଁ ଚନ୍ଦପୃ୍ଷ୍ଠର ଦକ୍ଷିଣରେ ବିଶ୍ୱର କେଉଁ ଦେଶ ପହଞ୍ଚିପାରିନଥିବାବେଳେ ଭାରତ ଏହାକୁ ସମ୍ଭବ କରିପାରିଛି । ଏହା ବାସ୍ତବରେ ରକେଟ ସାଇନ୍ସର ପ୍ରକୃଷ୍ଟ ଉଦାହରଣ ବୋଲି ମୋଦି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ