Masthead

ଟି-୨୦ ବିଶ୍ୱକପ ବିଜୟ ପରେ ଟିମ୍ ଇଣ୍ଡିଆ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ଦଳ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି। ଟିମ୍ ଇଣ୍ଡିଆର ବିଶ୍ୱକପ ବିଜୟ ପରେ ସେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ରୋହିତଙ୍କ ଅଧିନାୟକତ୍ୱକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ତାହାସହ ଫାଇନାଲରେ ବିରାଟ କୋହଲିଙ୍କ ଇନିଂସକୁ ବି ଭୂରି ଭୂରି ପ୍ରଶଂସା କରିଥିଲେ ମୋଦୀ । ସୂର୍ୟ୍ୟକୁମାର ଯାଦବ ଓ ହର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରଦର୍ଶନରେ ବି ମୋଦୀ ଖୁସି ଜାହିର କରିଛନ୍ତି । ସେପଟେ ଯଶପ୍ରୀତ ବୁମରାଙ୍କ ବୋଲିଂକୁ ମଧ୍ୟ ମୋଦୀ ଢେର ପ୍ରଶଂସା କରିବା ସହ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରକାଶଥାଉ ଯେ, ଦୀର୍ଘ ୧୭ ବର୍ଷ ପରେ ଭାରତ ଟ୍ୱେଣ୍ଟି ଟ୍ୱେଣ୍ଟି ବିଶ୍ୱକପ ଜିତିଛି । ୧୧ ବର୍ଷ ପରେ ଭାରତକୁ ମିଳିଛି ଆଇସିସି ଟ୍ରଫି । ଯାହାକୁ ନେଇ ସାରା ଭାରତରେ ଏବେ ଉତ୍ସବର ମାହୋଲ ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା