Masthead

ଶୁଭାରମ୍ଭ ହେଲା ‘ପିଏମ- ବିଶ୍ୱକର୍ମା ଯୋଜନା’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱକର୍ମା ଜୟନ୍ତି ଅବସରରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଛନ୍ତି ।ଏହି ଯୋଜନା ଜରିଆରେ ପାରମ୍ପାରିକ ହସ୍ତଶିଲ୍ପୀ ଏବଂ କାରିଗରୀ ମାନଙ୍କୁ ଅଧିକ ସଶକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ ରଖିଛନ୍ତି । ଏହି ଯୋଜନାରେ ମୁର୍ତ୍ତି କାରିଗର, କମାର, ବଢଢ଼େଇ, ରାଜମିସ୍ତ୍ରି, ସମେତ ୧୮ଟି ବର୍ଗର କାରିଗର ଓ ହସ୍ତଶିଳ୍ପୀ ଉପକୃତ ହେବେ । ଏହି ଯୋଜନାରେ ସାମିଲ ହେବାପାଇଁ ଅନଲାଇନ ଜରିଆରେ ଆବେଦନପତ୍ର ଗ୍ରହଣ କରାଯାଉଛି ।ଆବେଦନ ପତ୍ର ଯାଞ୍ଚ କରାଯାଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ହିତାଧିକାରୀ ମାନଙ୍କ ପାଖକୁ ପରିଚୟ ପତ୍ର ଏବଂ ପ୍ରମାଣ ପତ୍ର ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା