Masthead

୧୨ନୁହେଁ ୨୦ରେ ଆସିବେ ପିଏମ୍!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨ ନୁହେଁ ୨୦ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋହନ ସରକାରଙ୍କ ବର୍ଷେ ପୂର୍ତ୍ତି ପାଳନ ସାଙ୍ଗକୁ ଚାଷୀ ସମାବେଶ କାର୍ଯ୍ୟକ୍ରମରେ ହୋଇପାରନ୍ତି ସାମିଲ । ଏନେଇ ସରକାରୀ ସ୍ତରରୁ ନେଇ ଦଳୀୟ ସ୍ତରରେ ପ୍ରସ୍ତୁତି ଜୋରଦାର ଚାଲିଛି । ଯାହାକୁ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି । ଓଡ଼ିଶାରେ ବିଜେପି ସରକାରକୁ ୧୨ ରେ ବର୍ଷେ ପୂରି ବାକୁ ଯାଉଛି । ସେଥିପାଇଁ ପ୍ରସ୍ତୁତି ଚୁଡାନ୍ତ ହୋଇଥିବା ଜଣାପଡିଛି । ୧୨ତାରିଖରେ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ ସ୍ତରରେ ହେବାକୁ ଥିବା ବେଳେ ୧୩ ତାରିଖରେ କଟକରେ ବଡ଼ ଧରଣର କାର୍ଯ୍ୟକ୍ରମ ହେବାର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ