Masthead

ପୱନ ଖେଡ଼ାଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୱନ ଖେଡ଼ାଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ପ୍ରଧାନମନ୍ତ୍ରୀ ବାପାଙ୍କ ଉପରେ ବିବାଦୀୟ ବୟାନ ଦେଇ ଫଶିଛନ୍ତି ପୱନ ଖେଡ଼ା । ମୋଦି ସରନେମ ଉପରେ ମନ୍ତବ୍ୟ ଦେଇ ଲୋକସଭା ସଦସ୍ୟତା ହରାଇଥିଲେ କଂଗ୍ରେସ ନତୋ । ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେବାରୁ ପୱନ ଖେଡ଼ାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ପୋଲିସ ଏହି ମାମଲାରେ ଚାର୍ଜସିଟ ଦାଖଲ କରି ପୱନଙ୍କୁ ଦୋଷୀ ଦାବ୍ୟସ୍ତା କରିଛି । ବ୍ୟବସାୟୀ ଗୌତମ ଆଦାନୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ପର୍କ ଥିବା ଗୁରୁତର ଅଭିଯୋଗ ଆଣି ପୱନ ଖେଡ଼ା କହିଥିଲେ ଯେ ମୋଦି ତାଙ୍କ ପିତାଙ୍କ ନାମ ପରିବର୍ତ୍ତନ କରିଛନ୍ତି। ଏହାକୁ ନେଇ ବିଜେପି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ଅପମାନିତ କରିଥିବା ଅଭିଯୋଗ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା