Masthead

ଯୁବ ବିଜେପି ରାଜ୍ୟ ସଭାପତିଙ୍କୁ ଆକ୍ରମଣ ଘଟଣା: ୫ ଗିରଫ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ):  ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା । ଆକ୍ରମଣକାରୀଙ୍କ ମଧ୍ୟରୁ ୫ ଜଣଙ୍କୁ ଗିରଫ କଲା ପୋଲିସ । ଗତକାଲି ଅଭିଳାଷ ପଣ୍ଡା ପ୍ରଚାର ସାରି ସହ ୪୦ରୁ ୫୦ ଜଣ କର୍ମୀଙ୍କ ସହ ଫେରୁଥିଲେ। ଚାନ୍ଦବାଲି ସସିତାଦେଇପୁର ନିକଟରେ ୧୦୦ଅଧିକ ବିଜେଡି କର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଏନେଇ ବାଂଶଡ଼ା ଥାନାରେ ଅଭିଯୋଗ କରିଥିଲେ ଅଭିଳାଷ।

ଏହି ଘଟଣାର ପ୍ରତିବାଦରେ ବିଜେପି କର୍ମୀ ଓ ସମର୍ଥକମାନେ ଖପୁରିଆ ଛକରେ ରାସ୍ତାରୋକ କରିଥିଲେ।ପୋଲିସ ଏହି ଘଟଣାରେ ୫ଜଣ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ଅନ୍ୟମାନେ ଫେରାର ଥିବା ଜଣାଯାଇଛି। ପୋଲିସ ସେମାନଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି। ଆକ୍ରମଣ ପଛରେ ସ୍ଥାନୀୟ ବିଧାୟକଙ୍କ ହାତ ଥିବା ଭଳି ମନେ ହେଉଛି ବୋଲି ଅଭିଳାଷ ପଣ୍ଡା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ