Masthead

ଅମୃତପାଲଙ୍କ ସ୍ତ୍ରୀକୁ ବିମାନ ବନ୍ଦରରୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅମୃତପାଲଙ୍କ ସ୍ତ୍ରୀ କିରଣଦୀପ କୌରଙ୍କୁ ବିମାନ ବନ୍ଦରରେ ଅଟକ । ଗୁରୁବାର କିରଣଦୀପ କୌରଙ୍କୁ ଗୁରୁବାର ଲଣ୍ଡନ ଯିବାବେଳେ ଅମୃତସର ପୋଲିସ ଗିରଫ କରିଛି । କିରଣଦୀପ ଅମୃତସର ବିମାନ ବନ୍ଦରରୁ ବର୍ମିଂହାମ ଅଭିମୁଖେ ପଳାଇବାକୁ ଚେଷ୍ଟା କରୁଥିଲେ।

ଏ ସମ୍ପର୍କରେ ସେ ଅମୃତସର ବିମାନବନ୍ଦରରେ ପହଞ୍ଚିଥିଲେ ମଧ୍ୟ ଗୁପ୍ତ ସୂଚନା ଆଧାରରେ ବିମାନବନ୍ଦରରେ ଉପସ୍ଥିତ ଥିବା ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଥିଲା। ସୂଚନାଯୋଗ୍ୟ, ଖାଲିସ୍ତାନୀ ସମର୍ଥକଙ୍କୁ କିରଣଦୀପ କୌର ପାଣ୍ଠି ଯୋଗାଉଥିବା ଅଭିଯୋଗ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା