Masthead

ନାରାୟଣ ରାଣେଙ୍କୁ ଗିରଫ କଲା ପୋଲିସ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କଲା ନାସିକ ପୋଲିସ । ଉଦ୍ଧବ ଠାକରେଙ୍କୁ ଥାପଡ ମାରିବା ନେଇ ଏକ ବିଭ୍ରାନ୍ତିକର ବୟାନ ଦେଇଥିଲେ ନାରାୟଣ । ଯାହାକୁ ନେଇ ଶିବସେନା ଓ ବିଜେପିର ଯୁବ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ମାରପିଟ ମଧ୍ୟ ହୋଇଥିଲା ।

ଆଜି ପୋଲିସ ଏହି ଘଟଣାରେ ତାଙ୍କୁ ଗିରଫ କରିଛି । ସେପଟେ ବିଜେପି ନେତା ଦେବେନ୍ଦ୍ର ଫାଣ୍ଡନାଭିସ ପ୍ରେସମିଟ କରି କହିଛନ୍ତି ଯେ, ନାରାୟଣ ରାଣେଙ୍କ ବିବୃତ୍ତିକୁ ଆମେ ସମର୍ଥନ କରୁନୁ । କିନ୍ତୁ ବ୍ୟକ୍ତିଗତ ଓ ଦଳ ହିସାବରେ ତାଙ୍କ ସହ ଆମେ ଛିଡ଼ା ହୋଇଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି