Masthead

ଭିଜିଲାନ୍ସ ଜାଲରେ ପୋଲିସ ASI

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ
ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ପୋଲିସ ASI ଓ ହୋମ୍‌ଗାର୍ଡ । ବାଙ୍କୋଇ ଫାଣ୍ଡି ASI ତୁଷାର ନାୟକ ଓ ହୋମ୍‌ଗାର୍ଡ ପି.କେ ସୁନ୍ଦରାୟ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । କେସ୍ ଡାଏରୀରୁ ନାଁ ହଟାଇବାକୁ ଲାଞ୍ଚ ନେବାବେଳେ ଧରାପଡ଼ିଲେ । ଉଲ୍ଲେଖନୀୟ ସେବା ପାଇଁ ସମ୍ବର୍ଦ୍ଧିତ ହୋଇଥିଲେ ତୁଷାର । ଉଭୟଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି ।

ଏକ କେସ ଡାଏରୀରୁ ନାଁ ହଟାଇବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ASI ତୁଷାର ଏବଂ ହୋମଗାର୍ଡ ପିକେ ସୁନ୍ଦରାୟ । ଶୁକ୍ରବାର ରାତି ପ୍ରାୟ ସାଢେ ୧୧ଟା ସମୟରେ ଥାନାରେ ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ଛକି ରହିଥିଲା ଭିଜିଲାନ୍ସ ଟିମ୍‌। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍ ଅତର୍କିତ ଚଢାଉ କରିଥିଲା। ଏହାପରେ ତୁଷାରଙ୍କ ବାଙ୍କୋଇରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଚଢାଉ କରୁଛି। ଉଭୟଙ୍କୁ ଭୁବନେଶ୍ୱରକୁ ଆଣାଯାଇଥିବା ନେଇ ଭିଜିଲାନ୍ସ ଡିଏସପି ଏହି ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା