Masthead

ଶ୍ରୀମନ୍ଦିରରେ ନାବାଳକକୁ ମାଡ଼!

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ବାହାର କାଠ ନିକଟରେ ପୋଲିସ ମାଡ଼ରେ ନାବାଳକ ଗୁରୁତର ଅଭିଯୋଗ। ତାଙ୍କୁ ମନ୍ଦିର ଆମ୍ବୁଲାନ୍ସ ଯୋଗେ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଯିବ ବୋଲି କହିଛନ୍ତି ଡାକ୍ତର । ଖବର ଅନୁଯାୟୀ, ନାବାଳକ ଜଣକ ଭଦ୍ରକ ଭଣ୍ଡାରୀପୋଖରୀ ଅଞ୍ଚଳର।

ଶୁକ୍ରବାର ରାତିରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପରିବାର ଲୋକଙ୍କ ସହିତ ପୁରୀ ଆସିଥିଲା ନାବାଳକ। ହେଲେ ନାବାଳକଙ୍କୁ ଶ୍ରୀମନ୍ଦିର ମଧ୍ୟରେ ମାଡ଼ ମାରିଥିବାର ଅଭିଯୋଗ ହୋଇଛି । ଯାହାପରେ ଆକ୍ସନମୋଡ଼କୁ ଆସିଛି ପୋଲିସ । ସିଟି ଡିଏସପି ଓ ସିଂହଦ୍ୱାରା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ଏହାସହିତ ଶ୍ରୀମନ୍ଦିର ନାଟ ମଣ୍ଡପରେ ଲାଗିଥିବା ଫୁଟେଜକୁ ବି ଯାଞ୍ଚ କରୁଛି ପୋଲିସ । ତେବେ ନାବାଳକକୁ ପୋଲିସ କିମ୍ବା ଜେଟିପି, କିଏ ମାଡ଼ ମାରିଛନ୍ତି । ସେନେଇ ଜାରି ରହିଛି ତଦନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ