Masthead

ରାଉରକେଲାରେ ପୋଲିସ-ବିଜେପି କର୍ମୀ ଧସ୍ତାଧସ୍ତି

ରାଉରକେଲା(ବଡ଼ ଖବର ବ୍ୟୁରୋ): ପୋଲିସ ସହ ବିଜେପି କର୍ମୀଙ୍କ ଧସ୍ତାଧସ୍ତି । ଆରଏମସି ଅଫିସ୍‌ ଭିତରକୁ ପଶିବାକୁ ଉଦ୍ୟମ ବେଳେ ଧସ୍ତାଧସ୍ତି । ହଇଜା ସ୍ଥିତିକୁ ନେଇ ବିଜେପିର ପ୍ରତିବାଦ ବେଳେ ଉତ୍ତେଜନା ହୋଇଛି । ହଇଜା ବିସ୍ତାରକୁ ବିରୋଧ କରି ପୋଲିସ ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ଝଗଡା ଆରମ୍ଭ ହୋଇଥିଲା । ବିକ୍ଷୋଭକାରୀମାନେ ଆରଏମସି କାର୍ଯ୍ୟାଳୟରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ରାଉରକେଲାରେ ପାଣି ପାଇଁ ୧୦ ଦିନ ମଧ୍ୟରେ ୧୪୦୦ରୁ ଅଧିକ ରୋଗି ଆକ୍ରାନ୍ତ ହେବା ଓ ୧୬ ଜଣଙ୍କର ମୃତ୍ୟୁ ହେବାକୁ ନେଇ ଏହି ଉତ୍ତେଜନା ଦେଖାଦେଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ