Masthead

ପ୍ରଧାନମନ୍ତ୍ରୀଙ୍କ ନାଁରେ ଚାଲାଣ କାଟିଲା ପୁଲିସ୍

ଓସଲୋ(ବଡ଼ ଖବର ): କଟକଣା ସମସ୍ତଙ୍କ ପାଇଁ ସମାନ, ସେ ଦେଶର ପ୍ରଧାନମନ୍ତ୍ରୀ ହୁଅନ୍ତୁ ବା ସାଧାରଣ ଜନତା। ନିୟମ ଭାଙ୍ଗିଲେ ଜୋରିମାନା ଦେବାକୁ ପଡ଼ିବ। କରୋନା ସଂକ୍ରମଣ ଦିନକୁ ଦିନ ଦୃତ ଗତିରେ ବଢୁଥିବାରୁ ନରୱେ ପ୍ରଶାସନ କୋଭିଡ କଟକଣା ଜାରିକରିଥିଲା। କଟକଣାକୁ ଉଲ୍ଲଙ୍ଘନ କରିଥିବାରୁ ପୁଲିସ୍‌ ଖୋଦ୍‌ ଦେଶର ପ୍ରଧାନମନ୍ତ୍ରୀ ଇରନା ସୋଲବର୍ଜଙ୍କ ନାଁରେ ଚାଲାଣ କାଟିଛି।

ସୂଚନାନୁଯାୟୀ,ସୋଲବର୍ଜ ନିଜ ଜନ୍ମଦିନରେ ପରିବାର ସହ ପାର୍ଟି କରିଥିଲେ। ତାଙ୍କ ପରିବାରର ୧୩ ଜଣ ସଦସ୍ୟ ଏଥିରେ ଭାଗ ନେଇଥିଲେ।ଏହି ସମୟରେ ସମାଜିକ ଦୂରତା ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ କରିଥିଲେ। ଏହି ଘଟଣା ପରେ ସୋଲବର୍ଜ କ୍ଷମା ମାଗିଥିଲେ। ତଥାପି ନରୱେ ପୁଲିସ୍‌ ତାଙ୍କ ନାଁରେ ୨୩୫୨ ଡଲାରର ଚାଲାଣ କାଟିଛି। ଏ ସମ୍ପର୍କରେ ନରୱେ ପୁଲିସ୍‌ ମୁଖ୍ୟ ଓଲେ ସାଇଭେରୁଡ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ