Masthead

ଦିନିକିଆ ଗସ୍ତରେ ପୋଲିସ ଡିଜି

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ଡିଜିପି ଉଭୟ ବ୍ରହ୍ମପୁର ଏବଂ ଗଞ୍ଜାମ ପୋଲିସ ଜିଲ୍ଲାର ଆଇନଶୃଙ୍ଖଳାର ସମୀକ୍ଷା କରିଛନ୍ତି । ପିଲା ଚୋରି ରୋକିବା, ନିଖୋଜ ହୋଇଥିବା ପିଲାଙ୍କୁ କେମିତି ଠାଵ କରାଯିବ ସେ ନେଇ ଆଲୋଚନା ସମୟରେ ଅଧିକ ଗୁରୁତ୍ୱ ଦେଇଛନ୍ତି ଅଭୟ। ମେଧାବୀ ଛାତ୍ରଙ୍କ ଅଚାନକ ନିଖୋଜ ପରେ ପିଲାଙ୍କ ଉଦ୍ଧାର ଦିଗରେ କଣ ପଦକ୍ଷେପ ନିଆଯାଇଛି ସେ ନେଇ ଆଲୋଚନା କରିଥିଲେ । ଏଥି ସହ ସାଇବର କ୍ରାଇମକୁ କମାଇବା ଦିଗରେ ଆଲୋଚନା କରିଥିଲେ। ଅଭୟଙ୍କ ସହ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର ଏବଂ ଗଞ୍ଜାମ ଏସ୍ପି ବ୍ରିଜେଶ ରଏ ଉପସ୍ଥିତ ରହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା