Masthead

ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର । ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଏନକାଉଣ୍ଟର ।  ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ସାମଦ ଆହତ । ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି । ସାମଦର ବାମ ଗୋଡ଼ରେ ବାଜିଛି ଗୁଳି । ଗତକାଲି ଜଣେ ଯୁବକଙ୍କୁ ହତ୍ୟା କରିଥିଲା ସାମଦ । ପୋଲିସ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ସେମାନେ ଗୁଳିଚାଳନା କରିଥିଲେ । ପୋଲିସର ପାଲଟା ଗୁଳିରେ ଆହତ ହୋଇଛି ସାମଦ । ଏହି ଘଟଣାରେ ସାମଦର ଭାଇ ଓ୍ବାସିମ ଫେରାର ଅଛି । ଘଟଣାସ୍ଥଳରୁ ପୋଲିସ ଗୋଟିଏ ପିସ୍ତଲ, ୩ଟି ଖୋକା ଓ ଗୋଟିଏ ବାଇକ ଜବତ କରିଛି । ଏନକାଉଣ୍ଟର ପରେ ଆହତ ଅଭିଯୁକ୍ତକୁ ଭୀମସାରରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର