Masthead

ନିର୍ବାଚନ ପୂର୍ବରୁ ଗୁଣୁପୁର ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଗୁଣୁପୁର(ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ରାୟଗଡ଼ା ଜିଲା ଗୁଣୁପୁର ପୋଲିସ ପକ୍ଷରୁ ଫ୍ଳାଗମାର୍ଚ୍ଚ ଅନୁଷ୍ଠିତ । ଏସଡିପିଓ ଙ୍କ ତତ୍ତ୍ଵାବଧାନରେ ଏହି ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ଏହି ଫ୍ଲାଗମାର୍ଚ୍ଚ ଗୁଣୁପୁର ଆଦର୍ଶ ପୋଲିସ ଥାନାରୁ ଆରମ୍ଭ ହୋଇଥିଲା ।

ଗୁଣୁପୁର ଟାଉନ ସମେତ ନୂଆ ବସଷ୍ଟାଣ୍ଡ , ମେଡିକାଲ ରୋଡ, ପୁରୁଣା ବସଷ୍ଟାଣ୍ଡ , ପୁରୁଣା ଗୁଣୁପୁର, ବାଇପାସ ରୋଡ ପ୍ରଭୃତିରେ ପୋଲିସ ଫୋର୍ସ ଫ୍ଲାଗମାର୍ଚ୍ଚ କରିଛନ୍ତି। ଆସନ୍ତା ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ଓ ଅପରାଧ ମୁକ୍ତ କରିବା ପାଇଁ ପୋଲିସ ପକ୍ଷରୁ ଏହି ଫ୍ଲାଗ ମାର୍ଚ୍ଚ କରାଯାଇଛି। ଏହି କାର୍ୟ୍ୟକ୍ରମରେ ଗୁଣୁପୁର ଥାନାର ଆଇଆଇସିଙ୍କ ସମେତ ସମସ୍ତ କର୍ମଚାରୀ, ସ୍ଥାନୀୟ ପୋଲିସର ଏକ ପ୍ଲାଟୁନ୍ ଏବଂ ସିଆରପିଏଫର ଏକ ପ୍ଲାଟୁନ୍ ଯବାନ ମାନେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ