Masthead

ନିର୍ବାଚନ ପୂର୍ବରୁ ଗୁଣୁପୁର ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଗୁଣୁପୁର(ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ରାୟଗଡ଼ା ଜିଲା ଗୁଣୁପୁର ପୋଲିସ ପକ୍ଷରୁ ଫ୍ଳାଗମାର୍ଚ୍ଚ ଅନୁଷ୍ଠିତ । ଏସଡିପିଓ ଙ୍କ ତତ୍ତ୍ଵାବଧାନରେ ଏହି ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ଏହି ଫ୍ଲାଗମାର୍ଚ୍ଚ ଗୁଣୁପୁର ଆଦର୍ଶ ପୋଲିସ ଥାନାରୁ ଆରମ୍ଭ ହୋଇଥିଲା ।

ଗୁଣୁପୁର ଟାଉନ ସମେତ ନୂଆ ବସଷ୍ଟାଣ୍ଡ , ମେଡିକାଲ ରୋଡ, ପୁରୁଣା ବସଷ୍ଟାଣ୍ଡ , ପୁରୁଣା ଗୁଣୁପୁର, ବାଇପାସ ରୋଡ ପ୍ରଭୃତିରେ ପୋଲିସ ଫୋର୍ସ ଫ୍ଲାଗମାର୍ଚ୍ଚ କରିଛନ୍ତି। ଆସନ୍ତା ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ଓ ଅପରାଧ ମୁକ୍ତ କରିବା ପାଇଁ ପୋଲିସ ପକ୍ଷରୁ ଏହି ଫ୍ଲାଗ ମାର୍ଚ୍ଚ କରାଯାଇଛି। ଏହି କାର୍ୟ୍ୟକ୍ରମରେ ଗୁଣୁପୁର ଥାନାର ଆଇଆଇସିଙ୍କ ସମେତ ସମସ୍ତ କର୍ମଚାରୀ, ସ୍ଥାନୀୟ ପୋଲିସର ଏକ ପ୍ଲାଟୁନ୍ ଏବଂ ସିଆରପିଏଫର ଏକ ପ୍ଲାଟୁନ୍ ଯବାନ ମାନେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା