Masthead

ଥାନା ପୋଡିପରେ ଆକ୍ସନମୋଡରେ ପୋଲିସ

ବାଲିଗୁଡା(ବଡ଼ ଖବର ବ୍ୟୁରୋ): ଫିରିଙ୍ଗିଆ ଥାନା ପୋଡି ଓ ପୋଲିସ ଉପରେ ଆକ୍ରମଣ ଘଟଣା ପରେ ଗିରଫଦାରୀ ଭୟରେ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗାଁ ପୁରୁଷ ଶୂନ୍ୟ ହୋଇପଡିଛି । ଆଜି ବି ଫିରିଙ୍ଗିଆରେ ଦୋକାନ ବଜାର ବନ୍ଦ ରହିଥିବା ଜଣାପଡିଛି । ଖାଁ ଖାଁ ଲାଗୁଛି ଗାଁ । କେବଳ ହାତଗଣତି କିଛି ବୁଢା ବୃଢିଙ୍କୁ ଛାଡିଦେଲେ ଗିରଫ ଭୟରେ ଗାଁ ଛାଡି ଚାଲିଯାଇଛନ୍ତି ଅନ୍ୟମାନେ ଓ ବର୍ତ୍ତମାନ ସୁଧା ଏହି ଘଟଣାରେ ପୋଲିସ ୧୯ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ତେବେ ପୋଲିସ ଅଭିଯୁକ୍ତ ମାନଙ୍କୁ ଛାଡି ନିରୀହ ଲୋକଙ୍କୁ ମାଡମାରି ଗିରଫ କରିବା ସହ ଅନ୍ୟ ମାନଙ୍କୁ ଖୋଜୁଥିବା ଅଭିଯୋଗ କରିଛନ୍ତି ମାସିରପଡ଼ା ଗ୍ରାମବସୀ। ପୋଲିସ ଘଟଣାରେ ସଂପୃକ୍ତ ଥିବା ପ୍ରକୃତ ଅଭିଯୁକ୍ତ ମାନଙ୍କୁ ଚିହ୍ନଟ କରି ଗିରଫ କରିବାକୁ କହିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ