Masthead

ପୋଲିସର ଲାଠିଚାର୍ଜ ପରେ ରାସ୍ତା ରୋକ କଲେ କୃଷକ

ଚଣ୍ଡିଗଡ(ବଡ଼ ଖବର ବ୍ୟୁରୋ) : ତେଜୁଛି କୃଷକ ଆନ୍ଦୋଳନ । ହରିୟାଣାରେ ହୋଇଥିବା କୃଷକ ଆନ୍ଦୋଳନକୁ ପୋଲିସ ବିରୋଧ କରିଥିଲା । ଉତକ୍ଷିପ୍ତ ହୋଇ ଆନ୍ଦୋଳନକାରୀଙ୍କ ଉପରେ ଲାଠି ଚାର୍ଚ୍ଚ କରିଥିଲା ପୋଲିସ । ଫଳରେ ମୁଖ୍ୟମନ୍ତ୍ରୀ ମନୋହର ଲାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ମୁନସିପାଲଟିର ସଂସ୍ଥା ମତଦାନ ଉପରେ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ହରିୟାଣାରେ ହୋଇଥିବା କୃଷକ ଆନ୍ଦୋଳନରେ ପୋଲିସର ଏଭଳି ବ୍ୟବହାରକୁ ନିନ୍ଦା କରାଯାଇଛି । ପୋଲିସ ବିରୋଧରେ ଏକତା ପ୍ରକାଶ କରିବାକୁ କୃଷକ ମାନଙ୍କୁ ନବେଦନ କରାଯାଇଛି । ଚଣ୍ଡିଗଡ,ଗୋହାନା-ପାନିପଟ ଓ ଜିନ୍ଦ-ପଟିଆଲା ପ୍ରବାହିତ ହୋଇଥିବା ରାଜପଥରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଚାଷୀ । ପୋଲିସର କାର୍ଯ୍ୟରେ ଅନେକ କୃଷକ ଆହତ ହୋଇଥିଲେ ।ଯାହା ଫଳରେ ବହୁ ସଂଖ୍ୟାର କୃଷକ ଟୋଲ ପ୍ଲାଜାରେ ଅନ୍ଦୋଳନ କରଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି