Masthead

ପୋଲିସ-ମାଓ ମୁହାଁମୁହିଁ, ମହିଳା ମାଓବାଦୀ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ନିହତ । ମାଥିଲି ତୁଳସୀ ପାହାଡ଼ରେ ଗୁଳି ବିନିମୟ । ମାଲକାନଗିରି ଏସପିଙ୍କ ସୂଚନା । ମାଥିଲି ଥାନା ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଲଞ୍ଚ କରାଯାଇଥିଲା।

ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିବାରୁ ଯବାନ ମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଏଥିରେ ଜଣେ ମାଓନେତା ମୃତ୍ୟୁ ବରଣ କରିଥିବା ବେଳେ ଗୋଟିଏ ବନ୍ଧୁକ ସହ ୬୦ ଗୁଳି ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସମ୍ପୂର୍କ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା