ପୋଲିସ-ମାଓ ମୁହାଁମୁହିଁ, ମହିଳା ମାଓବାଦୀ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ନିହତ । ମାଥିଲି ତୁଳସୀ ପାହାଡ଼ରେ ଗୁଳି ବିନିମୟ । ମାଲକାନଗିରି ଏସପିଙ୍କ ସୂଚନା । ମାଥିଲି ଥାନା ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଲଞ୍ଚ କରାଯାଇଥିଲା।

ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିବାରୁ ଯବାନ ମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଏଥିରେ ଜଣେ ମାଓନେତା ମୃତ୍ୟୁ ବରଣ କରିଥିବା ବେଳେ ଗୋଟିଏ ବନ୍ଧୁକ ସହ ୬୦ ଗୁଳି ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସମ୍ପୂର୍କ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ