Masthead

ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ

ସମ୍ବଲପୁର  (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ । ଏସଡିପିଓଙ୍କ ନେତୃତ୍ୱରେ ଏକ ଟିମର ଚଢ଼ାଉ । ୩୦ରୁ ଅଧିକ କର୍ମଚାରୀ ଓ ଅଧିକାରୀଙ୍କ ଖୋଳତାଡ଼ । ସଦର ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ୨ ଜଣ ଅତିରିକ୍ତ ଏସପି, ସଦର ଏସଡିପିଓ, ଜଣେ ଡିଏସପି, ୮ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ଅଛନ୍ତି । ପ୍ରାୟ ୨ ଘଣ୍ଟା ଧରି ତଦନ୍ତ କରିଥିଲା ପୁଲିସ ଟିମ। ତେବେ ସମ୍ବଲପୁର ଜେଲରୁ କୌଣସି ଆପତ୍ତିଜନକ ସାମଗ୍ରୀ ମିଳିନଥିବା କହିଛନ୍ତି ଅତିରିକ୍ତ ଏସ୍‌ପି ଅଜୟ ମିଶ୍ର । ରେଢ଼ାଖୋଲ ଓ କୁଚିଣ୍ଡା ଜେଲରେ ମଧ୍ୟ ଏକାକାଳୀନ ଚଢ଼ାଉ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି