Masthead

ସବୁଦିନ ମନେ ରହିବେ ସହିଦ

ଭଦ୍ରକ, (ବଡ଼ ଖବର ବ୍ୟୁରୋ): ଆଜି ସାରା ଦେଶ ପାଳନ କରୁଛି ୬୧ତମ ପୋଲିସ ସହିଦ ଦିବସ । ଏହି ଅବସରରେ ଆଜି ଭଦ୍ରକ ରିଜର୍ଭ ପୋଲିସ ପଡିଆରେ ୬୧ ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ପରେଡ଼ରେ ଭଦ୍ରକ ଏସପି ରାଜେଶ ପଣ୍ଡିତ ଯୋଗଦେଇ ସହିଦ ପୋଲିସ କର୍ମଚାରୀଙ୍କୁ ସ୍ମରଣ କରି ସେମାନଙ୍କ କର୍ତ୍ତବ୍ୟନିଷ୍ଠା ଉପରେ ଆଲୋପାତ କରିଥିଲେ । ଏଥିରେ ଅତିରିକ୍ତ ଏସପି କୈଳାସ ପରିଡା, ବିକାଶ ଦାସ, ଏସଡିପିଓ ସାର୍ଥକ ରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଯୋଗଦେଇ ସହିଦ ପୋଲିସଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଦେଇଥିଲେ । ପରେ ଆୟୋଜିତ ହୋଇଥିଲା ପରେଡ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବହୁ ପୋଲିସ କର୍ମଚାରୀ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୁଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୁଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩