Masthead

ମାଫିଆଙ୍କ ଆକ୍ରମଣରେ ପୋଲିସ ଏସଆଇ ଆହାତ, ୪ ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ରାଜଧାନୀ ନିଶାମାଫିଆଙ୍କ ଗନ୍ତାଘର ପାଲଟିବାରେ ଲାଗିଛି । ପୋଲିସ କର୍ମଚାରୀ ମଧ୍ୟ ଏମାନଙ୍କ ଆକ୍ରମଣରୁ ବର୍ତ୍ତୁ ନାହାନ୍ତି । ନିଶା ମାଫିଆଙ୍କୁ ଧରିବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି ଧଉଳି ଥାନା ଏସ୍‌ଆଇ ରମେଶ ଭୋଳ । ଆକ୍ରମଣରେ ରମେଶଙ୍କ ମୁଣ୍ଡ ଫାଟିଯାଇଛି । ଖବରରୁ ପ୍ରକାଶ ଯେ ଧଉଳି ଥାନା ଏସବିଆଇ ସମ୍ମୁଖରେ ଥିବା ଏକ ପରିତ୍ୟକ୍ତ ଘରେ ଚାଲିଥିଲା ନିଶାକାରବାର ।

ଏ ସଂପର୍କରେ ଖବର ପାଇ ଏସଆଇ ରମେଶ ନିଶା ମାପିଆଙ୍କୁ ଧରିବା ପାଇଁ ଚଢାଉ କରିଥିଲେ । ଚଢାଉ ସମୟରେ ମାଫିଆ ମାନେ ଏସଆଇଙ୍କ ମୁଣ୍ଡକୁ ହାତୁଡିରେ ବାଡେଇଥିଲେ । ଏ ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଅନ୍ୟପଟେ ଆହାତ ଅବସ୍ଥାରେ ଏସଆଇ ଡାକ୍ତରଖାନାରେ ଭତ୍ତି ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ