Masthead

ମାଫିଆଙ୍କ ଆକ୍ରମଣରେ ପୋଲିସ ଏସଆଇ ଆହାତ, ୪ ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ରାଜଧାନୀ ନିଶାମାଫିଆଙ୍କ ଗନ୍ତାଘର ପାଲଟିବାରେ ଲାଗିଛି । ପୋଲିସ କର୍ମଚାରୀ ମଧ୍ୟ ଏମାନଙ୍କ ଆକ୍ରମଣରୁ ବର୍ତ୍ତୁ ନାହାନ୍ତି । ନିଶା ମାଫିଆଙ୍କୁ ଧରିବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି ଧଉଳି ଥାନା ଏସ୍‌ଆଇ ରମେଶ ଭୋଳ । ଆକ୍ରମଣରେ ରମେଶଙ୍କ ମୁଣ୍ଡ ଫାଟିଯାଇଛି । ଖବରରୁ ପ୍ରକାଶ ଯେ ଧଉଳି ଥାନା ଏସବିଆଇ ସମ୍ମୁଖରେ ଥିବା ଏକ ପରିତ୍ୟକ୍ତ ଘରେ ଚାଲିଥିଲା ନିଶାକାରବାର ।

ଏ ସଂପର୍କରେ ଖବର ପାଇ ଏସଆଇ ରମେଶ ନିଶା ମାପିଆଙ୍କୁ ଧରିବା ପାଇଁ ଚଢାଉ କରିଥିଲେ । ଚଢାଉ ସମୟରେ ମାଫିଆ ମାନେ ଏସଆଇଙ୍କ ମୁଣ୍ଡକୁ ହାତୁଡିରେ ବାଡେଇଥିଲେ । ଏ ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଅନ୍ୟପଟେ ଆହାତ ଅବସ୍ଥାରେ ଏସଆଇ ଡାକ୍ତରଖାନାରେ ଭତ୍ତି ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ