Masthead

ଜଙ୍ଗଲରୁ ଯୁବତୀଙ୍କ ଅଧାପୋଡ଼ା ମୃତ ଶରୀର ଉଦ୍ଧାର କଲା ପୋଲିସ, ହତ୍ୟା ସନ୍ଦେହ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଲଖନପୁର ଥାନା ଜୟବୁଡ଼ିଆ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ଯୁବତୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ହତ୍ୟା ପରେ ପୋଡ଼ିଦେଇଥିବା ସନ୍ଦେହ । ସାଇଣ୍ଟିଫିକ ଟିମ୍ ସହାୟତାରେ ଲଖନପୁର ପୋଲିସର ତଦନ୍ତ । ଯୁବତୀଙ୍କୁ କେହି ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ଅଭିଯୋଗ । ପ୍ରମାଣ ନଷ୍ଟ ପାଇଁ ନିଆଁ ଲଗାଇ ଦୁର୍ବୃତ୍ତ ଫେରାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା