Masthead

ବ୍ୟବସାୟଙ୍କ ପାଇଁ ଅଣ୍ଟା ଭିଡ଼ିଲେ ନେତା

ଜଟଣୀ (ବଡ଼ ଖବର ବ୍ୟୁରୋ): ଜଟଣୀ ସୀତାରାମ ଛକରେ ଚାଲିଥିବା ଓଭର ବ୍ରିଜ ନିର୍ମାଣରେ ସ୍ଥାନୀୟ ବ୍ୟବସାୟୀଙ୍କ ଦୋକାନ ଗୃହ ଉଠାଇବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତେଣୁ ଆଜି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବ୍ୟବସାୟୀଙ୍କ ପାଇଁ ଅଣ୍ଟା ଭିଡ଼ିଛନ୍ତି । ବ୍ୟବସାୟୀମାନଙ୍କୁ ପ୍ରଥମେ ଥଇଥାନ ଓ ପରେ ଦୋକାନ ଗୃହ ଉଚ୍ଛେଦ ପାଇଁ ବିଧାୟକ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଆଗାମୀ ଦିନରେ ଯଦି ଜିଲ୍ଲାପାଳ ଓ ରାଜ୍ୟ ସରକାର ଏହା ଉପରେ କିଛି ପଦକ୍ଷେପ ନ ନିଅନ୍ତି ତାହାଲେ ଆନ୍ଦୋଳନ କରାଯିବ ବୋଲି ବିଧାୟକ ଚେତାବନୀ ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ