Masthead

ରାଜନୀତି ହେଉଛି ଏକ ସେବା: ମଲ୍ଲିକାଜ୍ଜୁର୍ନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ନିଜକୁ ଦଳର ମୁଖ୍ୟ ହେବା ନେଇ ଏକ ବଡ଼ ଖୁଲାସା କରିଛନ୍ତି। ମହିଳା କଂଗ୍ରେସର କାର୍ୟ୍ୟକ୍ରମରେ ଖାର୍ଗେ କହିଛନ୍ତି ଯେ, ମୁଁ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପାଇଁ ଅଧ୍ୟକ୍ଷ ପଦ ପାଇଛି। ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଟାର୍ଗେଟ କରି କହିଛନ୍ତି ଯେ, ଯଦି କଂଗ୍ରେସ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ସୁରକ୍ଷା ଦେଇ ନ ଥାନ୍ତା, ତେବେ ମୋଦି କେବେ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ।

ସେ ଆହୁରି ମଧ୍ୟ କହିଛନ୍ତି ଆମେ ଦେଶ ପାଇଁ କାମ କରୁଛୁ । ଆମେ ନିଜ ପାଇଁ ଏଠାକୁ ଆସି ନାହୁଁ । ରାଜନୀତି ହେଉଛି ଏକ ସେବା । ଗାନ୍ଧିଜୀ କ’ଣ ପାଇଲେ? ନା ସେ ପ୍ରଧାନମନ୍ତ୍ରୀ ହୋଇଥିଲେ ନା ରାଷ୍ଟ୍ରପତି । କିନ୍ତୁ ତାଙ୍କର ସମଗ୍ର ଜୀବନକୁ ଦେଶ ପାଇଁ ଉତ୍ସର୍ଗ କରିଦେଇଥିଲେ । ଭାରତକୁ ସ୍ୱାଧୀନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ