Masthead

ପୋଲସରା ଗୁଳିମାଡ ଘଟଣା, ଅଭିଯୁକ୍ତ ଗିରଫ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ); ଗଞ୍ଜାମ ଜିଲ୍ଲା ପୋଲସରା ଗୁଳିମାଡ ଘଟଣାରେ ଅଭିଯୁକ୍ତ ପ୍ରଶାନ୍ତ ବେହେରାକୁ ଶେଷରେ ପୋଲିସ ଗିରଫ କରିଛି । ମୃତକ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ କୁମଣ୍ଡ ଗ୍ରାମର ବିଜୟ କୁମାର ବେହେରା । ମିଳିଥିବା ସୂଚନା ଅନୁଯାୟୀ ଘରୋଇ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ବିଜୟଙ୍କ ଝିଅର ଶାଶୁଘରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ବିବାଦ ଲାଗି ରହିଥିଲା । ଏହି ଘଟଣାର ସମାଧାନ କରିବାକୁ ବିଜୟ ଝିଅ ଘରକୁ ଆସିଥିଲେ ।

ଏହି ସମୟରେ ତାଙ୍କର ଜଣେ ସମ୍ପର୍କୀୟ ପ୍ରଶାନ୍ତ ବେହେରା ଆସି ଝଗଡା କରିବା ସହ ଧମକ ଦେଇଥିଲେ । ତେବେ ପୋଲିସ ଆସିବାରେ ବିଳମ୍ବ ହେବାରୁ ପ୍ରଶାନ୍ତ ଧରିଥିବା ବନ୍ଧୁକରୁ ଗୁଳିକରି ଚମ୍ପଟ ମାରିଥିଲା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ମିଳିଥିବା ସୂଚନାରୁ ଅଭିଯୁକ୍ତ ଜଣଙ୍କ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ବୋଲିି ଜଣାପଡିଛି । ତେବେ ଅଭିଯୁକ୍ତଙ୍କୁ ପିଛାକରି ହିଞ୍ଜିଳି ନିକଟରେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା