Masthead

ପୋଖରୀରେ ବୁଡି ବାଳକ ମୃତ

ପରଜଙ୍ଗ (ବଡ଼ ଖବର ବ୍ୟୁରୋ): ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବାରିହାପୁର ଗ୍ରାମରେ ପୋଖରୀରେ ବୁଡି ଜଣେ ବାଳକର ମୃତ୍ୟୁ ହୋଇଛି ମୃତ ବାଳକ ଜଣକ ହେଲେ ସେହି ଗ୍ରାମର ଫୁକୁଲୁ ସେଠୀ । ସୂଚନା ଅନୁଯାୟୀ ସେ ଗୁରୁବାର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲା ବେଳେ କୌଣସି କାରଣରୁ ଗଭୀର ଜଳରେ ବୁଡି ଯାଇଥିଲେ । ସେଠାରେ ଗାଧୋଉଥିବା କିଛି ଲୋକ ତାଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପରଜଙ୍ଗ ପୋଲିସ ପହଂଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ