Masthead

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଞ୍ଚିଥିବା ବେଳେ ତ ସମ୍ମାନ ନାହିଁ । ମରିଗଲା ପରେ ମଧ୍ୟ ମହାରାଷ୍ଟ୍ର ସରକାର ଲୋକଙ୍କୁ ସମ୍ମାନ ଦେବାକୁ ପ୍ରସ୍ତୁତ ନୁହଁନ୍ତି । । ଗୋଟିଏ ଆମ୍ବୁଲାନ୍ସରେ ଯାଉଛି ୨୨ ଶବ । ଏ ହେଉଛି ମହାରାଷ୍ଟ୍ରର ବଡ଼୍ ଜିଲ୍ଲାର ଦୃଶ୍ୟ । ଏ ହେଉଛି ମହାରାଷ୍ଟ୍ର ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ।

ଭାରତ ସ୍ୱାସ୍ଥ୍ୟସେବାରେ ଉନ୍ନତ ବୋଲି ଯାହା କୁହାଯାଉଛି ପ୍ରକୃତରେ ତାହା ନୁହେଁ । ମିଛ କଥା କହି କେନ୍ଦ୍ର ଓ ରାଜ୍ୟ ସରକାରମାନେ ଦେଶବାସୀଙ୍କୁ ଭଣ୍ଡାଉଛନ୍ତି । ଏହି ଭିଡିଓ ଭାଇରାଲ ହେବା ପରେ ବଡ଼ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ