Masthead

ଆସନ୍ତା ୭୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିର୍ବଳୟ । ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶା ସମେତ ଗଜପତି ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ପୁରୀ, ଖୋର୍ଦ୍ଧା,ନୟାଗଡ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ନୂଆପଡା, ବଲାଙ୍ଗୀର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି