Masthead

ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାରତ ନିର୍ବାଚନ କମିଶନଙ୍କ ଐତିହାସିକ ନିଷ୍ପତ୍ତି । କାର୍ୟ୍ୟରତ ସାମ୍ବାଦିକମାନେ ଏଥର ପୋଷ୍ଟାଲ ବାଲାଟ୍ ମାଧ୍ୟମରେ ମତଦାନ କରିପାରିବେ । ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବେ କାର୍ଯ୍ୟରତ ସାମ୍ବାଦିକ । ସାମ୍ବାଦିକମାନେ ନିଜ ନିଜର ନିର୍ବାଚନ ମଣ୍ଡଳୀରୁ ଦୂରରେ ରହି କର୍ତ୍ତବ୍ୟ ସଂପାଦନ କରିବା ସହିତ ମତଦାନ ମଧ୍ୟ କରିପାରିବେ।

ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ ବ୍ୟବସ୍ଥା କଲେ ଇସିଆଇ । ନିଜ ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଫିସରଙ୍କଠାରେ ଆବେଦନ କରିବେ । ରିଟର୍ଣ୍ଣିଂ ଅଫିସର ଆବେଦନକାରୀଙ୍କ ଆକ୍ରେଡିସନ ଯାଞ୍ଚ କରିବେ । ଆକ୍ରେଡିସନ ଯାଞ୍ଚ ପରେ ଯଥା ସମୟରେ ପୋଷ୍ଟାଲ ବାଲାଟ ପହଞ୍ଚିବ । ପୋଷ୍ଟାଲ ବାଲାଟରେ ଭୋଟ ଦେଇ ରିଟର୍ଣ୍ଣିଂ ଅଫିସରଙ୍କୁ ପଠାଇ ପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ