Masthead

ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାରତ ନିର୍ବାଚନ କମିଶନଙ୍କ ଐତିହାସିକ ନିଷ୍ପତ୍ତି । କାର୍ୟ୍ୟରତ ସାମ୍ବାଦିକମାନେ ଏଥର ପୋଷ୍ଟାଲ ବାଲାଟ୍ ମାଧ୍ୟମରେ ମତଦାନ କରିପାରିବେ । ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବେ କାର୍ଯ୍ୟରତ ସାମ୍ବାଦିକ । ସାମ୍ବାଦିକମାନେ ନିଜ ନିଜର ନିର୍ବାଚନ ମଣ୍ଡଳୀରୁ ଦୂରରେ ରହି କର୍ତ୍ତବ୍ୟ ସଂପାଦନ କରିବା ସହିତ ମତଦାନ ମଧ୍ୟ କରିପାରିବେ।

ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ ବ୍ୟବସ୍ଥା କଲେ ଇସିଆଇ । ନିଜ ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଫିସରଙ୍କଠାରେ ଆବେଦନ କରିବେ । ରିଟର୍ଣ୍ଣିଂ ଅଫିସର ଆବେଦନକାରୀଙ୍କ ଆକ୍ରେଡିସନ ଯାଞ୍ଚ କରିବେ । ଆକ୍ରେଡିସନ ଯାଞ୍ଚ ପରେ ଯଥା ସମୟରେ ପୋଷ୍ଟାଲ ବାଲାଟ ପହଞ୍ଚିବ । ପୋଷ୍ଟାଲ ବାଲାଟରେ ଭୋଟ ଦେଇ ରିଟର୍ଣ୍ଣିଂ ଅଫିସରଙ୍କୁ ପଠାଇ ପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ