Masthead

ଗ୍ରାମୀଣ ଡାକସେବକଙ୍କ ଧାରଣା, ଡାକସେବା ଠପ

ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ସାରା ଭାରତ ବର୍ଷରେ ଡାକ ସେବା ଠପ । ସମସ୍ତ ଗ୍ରାମୀଣ ଡାକସେବକ ଦେଇଛନ୍ତି ଧାରଣା । ୧୬୦ ବର୍ଷର ଡାକସେବା ଗ୍ରାମୀଣ ସ୍ତରରେ ଗରିବ ଲୋକମାନଙ୍କର ସେବାରେ ଥିବା ବେଳେ ଗ୍ରାମୀଣ ଡାକସେବା କର୍ମଚାରୀମାନଙ୍କୁ ସରକାର ଅବହେଳା କରି ଚାଲିଛନ୍ତି । ସାରା ଓଡ଼ିଶାରେ ଅଖିଳ ଭାରତ ଗ୍ରାମୀଣ ୫ ଦଫା ଦାବି ନେଇ ଡାକ ଘର ସାମ୍ନାରେ ଧାରଣା ଦେଇଛନ୍ତି । ଦୈନିକ ୮ଘଣ୍ଟା କାମ, ୧୨ ବର୍ଷରେ ଆର୍ଥିକ ପଦୋନ୍ନତି, ସମସ୍ତ ଗ୍ରାମୀଣ ଡାକ ସେବକଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ରାଶି ଆଦି ଦାବି ନେଇ ଧାରଣା ବସିଛନ୍ତି କର୍ମଚାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା