Masthead

ମୋଦିଙ୍କ ପରେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ ଏବଂ ବିଜେପି ମଧ୍ୟରେ ‘ପୋଷ୍ଟର ଯୁଦ୍ଧ’ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିରୋଧୀ ପୋଷ୍ଟର। ପୋଷ୍ଟର ଲାଗିବା ଦିଲ୍ଲୀ ରାଜନୀତିକୁ ସରଗରମ କରିଛି। ମଣ୍ଡି ହାଉସ ନିକଟରେ ଥିବା ପୋଷ୍ଟରରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କ ଫଟୋ ରହିଛି। ପୋଷ୍ଟରରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଅସାଧୁ, ଲାଞ୍ଚୁଆ ଏବଂ ଏକଛତ୍ରବାଦୀ ଶାସକ ବୋଲି ମଧ୍ୟ ବର୍ଣ୍ଣନା କରାଯାଇଛି। ପୋଷ୍ଟରରେ ଲେଖା ଅଛି- ଅରବିନ୍ଦ କେଜ୍ରିୱାଲଙ୍କୁ ହଟାନ୍ତୁ, ଦିଲ୍ଲୀକୁ ବଞ୍ଚାନ୍ତୁ’।

ଏଠାରେ ବିଶେଷ କଥା ହେଉଛି, ଆବେଦନକାରୀଙ୍କ ବଦଳରେ ଭାଜପାନେତା ମନଜିନ୍ଦର ସିଂ ସିର୍ସାଙ୍କ ନାମ ଉଲ୍ଲେଖ କରାଯାଇଛି। ସେପଟେ ଏହାପୂର୍ବରୁ ମାର୍ଚ୍ଚ ୨୧ରେ ଦିଲ୍ଲୀ ସହରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟର ଦେଖିବାକୁ ମିଳିଥିଲା। ଏହା ବିରୋଧରେ ଦିଲ୍ଲୀ ପୋଲିସ ପ୍ରାୟ ୧୦୦ଟି ମାମଲା ରୁଜୁ କରିଥିଲା ଏବଂ ୬ ଜଣଙ୍କୁ ମଧ୍ୟ ଗିରଫ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ