Masthead

ମାଓବାଦୀଙ୍କ ନାଁରେ ପୋଷ୍ଟର ମାରି ଗୋଦାମରେ ନିଆଁ ଲଗାଇଲେ

ନର୍ଲା (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ରୁପ୍ରା ରୋଡର ଦିନେଶ ଅଗ୍ରୱାଲ ଙ୍କ ଗୋଦାମ ଗୃହ ରେ ଥିବା କିଛି ସାମଗ୍ରୀ କୁ ନିଆଁ ଲଗାଇ ଥିବା ଦୃଶ୍ୟ ସହିତ ମାଓ ପୋଷ୍ଟର ଲାଗିଥିବା ଦୃଶ୍ୟ ଦେଖିବାକୁ ମିଳିଛି।  ଗୋଦାମର ଅନେକ ସ୍ଥାନରେ ମାଓବାଦୀଙ୍କ ନାଁରେ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ଆଗାମୀ ବର୍ଷକ ମଧ୍ୟରେ ଆହୁରି ଗୋଦାମରେ ନିଆଁ ଲଗାଇବାକୁ ପୋଷ୍ଟରରେ ଧମକ ମିଳିଛି। ତେବେ ପୋଷ୍ଟର ଗୁଡ଼ିକ ନକଲି ବୋଲି ସ୍ପଷ୍ଟ କରିଛନ୍ତି କଳାହାଣ୍ଡି ଏସପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି