Masthead

ମୋଦିଙ୍କ ବିରୋଧରେ ପୋଷ୍ଟର ଲଗାଇବା ପଡ଼ିଲା ମହଙ୍ଗା, ୮ ଗିରଫ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):ମୋଦିଙ୍କ ବିରୋଧରେ ପୋଷ୍ଟର ଲଗାଇବା ପଡ଼ିଲା ମହଙ୍ଗା । ପୋଷ୍ଟର ଲଗାଇବା ମାମଲାରେ ୮ ଜଣଙ୍କୁ ଗିରଫ କରାଯାଇଛି । ସହରର ବିଭିନ୍ନ ସ୍ଥାନରେ ‘ମୋଦି ହାଟାଓ, ଦେଶ ବଞ୍ଚାଓ’ର ପୋଷ୍ଟର ଲଗାଯାଇଥିଲା। ତେବେ ମାମଲା ରୁଜୁ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଆମ ଆଦମୀ ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଶବ୍ୟାପୀ ପୋଷ୍ଟର ଅଭିଯାନ ଆରମ୍ଭ କରିବାର ଗୋଟିଏ ଦିନ ପରେ ଏହି ଗିରଫଦାରୀ ଘଟିଛି। ଆପ ସାରା ଦେଶରେ ୧୧ଟି ଭାଷାରେ ‘ମୋଦି ହାଟାଓ, ଦେଶ ବଞ୍ଚାଓ’ ପୋଷ୍ଟର ଅଭିଯାନ ଆରମ୍ଭ କରିଛି। ଇଂରାଜୀ, ହିନ୍ଦୀ ଏବଂ ଉର୍ଦ୍ଦୁ ବ୍ୟତୀତ ଗୁଜୁରାଟୀ, ପଞ୍ଜାବୀ, ତେଲୁଗୁ, ବଙ୍ଗାଳୀ, ଓଡିଆ, କନ୍ନଡ, ମାଲାୟାଲମ ଏବଂ ମରାଠୀରେ ମଧ୍ୟ ପୋଷ୍ଟର ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା