Masthead

ପାୱାରକଟ ଅର୍ଥ ଆବଶ୍ୟକତାଠାରୁ କମ ପାୱାର: ପ୍ରତାପ ଦେବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାରମ୍ବାର ପାୱାର କଟ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ । କହିଛନ୍ତି ପାୱାରକଟ ଶବ୍ଦ ବ୍ୟବହାର କରିବା ଭୁଲ। ପାୱାରକଟ ଅର୍ଥ ଆମ ପାଖରେ ଆବଶ୍ୟକତାଠାରୁ କମ ପାୱାର ଅଛି। ଲୋକଙ୍କ ଦେଲା ବେଳେ କାଟିକି ଦେବାକୁ ପାୱାର କଟ କୁହାଯାଏ। କିନ୍ତୁ ବର୍ତ୍ତମାନ ଘଣ୍ଟେ ଦୁଇ ଘଣ୍ଟା କାଟିବା ଯାନ୍ତ୍ରିକ ତ୍ରୁଟି। କେନ୍ଦ୍ରର ଶକ୍ତିମନ୍ତ୍ରୀ ରାଜ୍ୟକୁ ପ୍ରଶଂସା କରିଛନ୍ତି। ରାଜ୍ୟରେ ଶକ୍ତି ବଣ୍ଟନ ଜାତୀୟ ହାରଠାରୁ ମଧ୍ୟ ଅଧିକା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି