Masthead

ବିଜୁଳି କାଟ ନେଇ ଶକ୍ତି ମନ୍ତ୍ରୀଙ୍କ ବୟାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜୁଳି କାଟ ନେଇ ଶକ୍ତି ମନ୍ତ୍ରୀଙ୍କ ବଡ଼ ବୟାନ । ପବନ ହେଲେ ଲାଇନ କାଟିବୁ କହିଲେ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ । ରାଜ୍ୟରେ ପାୱାର କଟ ହେଉନଥିବା ଦୋହରାଇଲେ ମନ୍ତ୍ରୀ । କାଳବୈଶାଖୀ ପବନରେ ଖୁଣ୍ଟି ଭାଙ୍ଗୁଛି । ତାର ଛିଡି ପଡୁଛି । ଖୁଣ୍ଟି ପୋତି, ତାର ଟାଣିବା ସମୟ ସାପେକ୍ଷ କାର୍ଯ୍ୟ । ଆଖି ପିଛୁଳାକେ ଖୁଣ୍ଟ ପୋତି, ତାର ଟଣା କାମ ହୋଇଯିବନି କହିଲେ ମନ୍ତ୍ରୀ । ଭିତ୍ତିଭୂମିର ଅସୁବିଧା ଓ ଅଭାବ ପାଇଁ ଲାଇନ କଟୁଛି ବୋଲି କହିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା