Masthead

ବିଜୁଳି କାଟ ନେଇ ଶକ୍ତି ମନ୍ତ୍ରୀଙ୍କ ବୟାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜୁଳି କାଟ ନେଇ ଶକ୍ତି ମନ୍ତ୍ରୀଙ୍କ ବଡ଼ ବୟାନ । ପବନ ହେଲେ ଲାଇନ କାଟିବୁ କହିଲେ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ । ରାଜ୍ୟରେ ପାୱାର କଟ ହେଉନଥିବା ଦୋହରାଇଲେ ମନ୍ତ୍ରୀ । କାଳବୈଶାଖୀ ପବନରେ ଖୁଣ୍ଟି ଭାଙ୍ଗୁଛି । ତାର ଛିଡି ପଡୁଛି । ଖୁଣ୍ଟି ପୋତି, ତାର ଟାଣିବା ସମୟ ସାପେକ୍ଷ କାର୍ଯ୍ୟ । ଆଖି ପିଛୁଳାକେ ଖୁଣ୍ଟ ପୋତି, ତାର ଟଣା କାମ ହୋଇଯିବନି କହିଲେ ମନ୍ତ୍ରୀ । ଭିତ୍ତିଭୂମିର ଅସୁବିଧା ଓ ଅଭାବ ପାଇଁ ଲାଇନ କଟୁଛି ବୋଲି କହିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?