Masthead

ସମୁଦ୍ର ସୁରକ୍ଷାରେ ଶକ୍ତିଶାଳୀ କ୍ଷେପଣାସ୍ତ୍ର, ୧୭୦୦ କୋଟିରୁ ଅଧିକ ଚୁକ୍ତିନାମା ସ୍ୱାକ୍ଷର

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ସମୁଦ୍ର ସୁରକ୍ଷାରେ ଶକ୍ତିଶାଳୀ କ୍ଷପଣାସ୍ତ୍ର । ୧୭୦୦ କୋଟିରୁ ଅଧିକ ଚୁକ୍ତିନାମା ସ୍ୱାକ୍ଷର କରିଛି ଭାରତ । ଦେଶର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ପରିପ୍ରେକ୍ଷୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ ୧୭୦୦ କୋଟିରୁ ଅଧିକ ମୂଲ୍ୟରେ ନୌସନା ପାଇଁ ୧୩ ଏଲଓ୍ବାଇଏନଏକ୍ସୟୁ-୨ ଫାୟାର କଣ୍ଟ୍ରୋଲ ସିଷ୍ଟମ କ୍ରୟ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି।

ଏଥି ସହିତ ନୌସେନାର ପୂର୍ବତନ ଉପମୁଖ୍ୟ, ଭାଇସ ଆଡମିରାଲ ଏସ.ଏନ ଘୋରମଡେ ମଧ୍ୟ ନୌସେନାର ବଢୁଥିବା ଶକ୍ତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ଶନିବାର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ କମିଟି ୬ଟି ନୂଆ ଜେନେରେଶନ କ୍ଷେପଣାସ୍ତ୍ର ସଶସ୍ତ୍ର ଜାହାଜ ଏବଂ ୧୧ ନୂଆ ବିକଶିତ ଜେନେରେଶନ ଅଫଶୋର ପାଟ୍ରୋଲିଂ ଜାହାଜ ସମେତ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାଦ୍ୱାରା ଭାରତୀୟ ନୌସେନାର ସାମର୍ଥ୍ୟରେ ବୃଦ୍ଧି ଘଟିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ