Masthead

ସମୁଦ୍ର ସୁରକ୍ଷାରେ ଶକ୍ତିଶାଳୀ କ୍ଷେପଣାସ୍ତ୍ର, ୧୭୦୦ କୋଟିରୁ ଅଧିକ ଚୁକ୍ତିନାମା ସ୍ୱାକ୍ଷର

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ସମୁଦ୍ର ସୁରକ୍ଷାରେ ଶକ୍ତିଶାଳୀ କ୍ଷପଣାସ୍ତ୍ର । ୧୭୦୦ କୋଟିରୁ ଅଧିକ ଚୁକ୍ତିନାମା ସ୍ୱାକ୍ଷର କରିଛି ଭାରତ । ଦେଶର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ପରିପ୍ରେକ୍ଷୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ ୧୭୦୦ କୋଟିରୁ ଅଧିକ ମୂଲ୍ୟରେ ନୌସନା ପାଇଁ ୧୩ ଏଲଓ୍ବାଇଏନଏକ୍ସୟୁ-୨ ଫାୟାର କଣ୍ଟ୍ରୋଲ ସିଷ୍ଟମ କ୍ରୟ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି।

ଏଥି ସହିତ ନୌସେନାର ପୂର୍ବତନ ଉପମୁଖ୍ୟ, ଭାଇସ ଆଡମିରାଲ ଏସ.ଏନ ଘୋରମଡେ ମଧ୍ୟ ନୌସେନାର ବଢୁଥିବା ଶକ୍ତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ଶନିବାର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ କମିଟି ୬ଟି ନୂଆ ଜେନେରେଶନ କ୍ଷେପଣାସ୍ତ୍ର ସଶସ୍ତ୍ର ଜାହାଜ ଏବଂ ୧୧ ନୂଆ ବିକଶିତ ଜେନେରେଶନ ଅଫଶୋର ପାଟ୍ରୋଲିଂ ଜାହାଜ ସମେତ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାଦ୍ୱାରା ଭାରତୀୟ ନୌସେନାର ସାମର୍ଥ୍ୟରେ ବୃଦ୍ଧି ଘଟିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ