Masthead

ରାହୁଲଙ୍କ ଭାରତ ଯୋଡୋ ଯାତ୍ରା ମତେ ଅନୁପ୍ରାଣିତ କରିଛି: ପ୍ରବୋଧ ତିର୍କୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ। କଂଗ୍ରେସ ଭବନରେ ମିଶ୍ରଣ ପର୍ବରେ ଯୋଗ ଦେଲେ। ଏହା ସହ ଏକାମ୍ର ନିର୍ବାଚନ ମଣ୍ଡଳୀ ପ୍ରସନ୍ନ କୁମାର ଚଂପତି ମଧ୍ୟ କଂଗ୍ରେସରେ ଯୋଗଦେଲେ।

ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲା କୁମାର, ବିଧାୟକ ସୁରେଶ ରାଉତରାୟ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସେପଟେ ପ୍ରବୋଧ କହିଛନ୍ତି ରାହୁଲଙ୍କ ଭାରତ ଯୋଡୋ ଯାତ୍ରା ମତେ ଅନୁପ୍ରାଣିତ କରିଛି। ଲୋକ ସେବା ପାଇଁ କଂଗ୍ରେସକୁ ଆସିଛି। ସମସ୍ତେ ମିଶିଲେ କଂଗ୍ରେସ ଆଗକୁ ଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା